Maa Jahara Saha (1992)

- Directed by
- Kahnu Charan Mohanty
- Genre
- drama film
- Country
- India
- Elsewhere
- IMDb
How it feels
A mother faces challenges in raising her family. The story focuses on her struggles and the bonds within the household.
earnestfamily-orientedemotionaldramaticstraightforwarddatedsincere
What happens
ମା' ଯାହାର ସାହା, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଜୟ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । କାହ୍ନୁ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ, ଦେବୁ ବୋଷ, ଜୟୀରାମ ସାମଲ, ଦୁଃଖିରାମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
- Ellaichami (1992)
- Kunjikuruvi (1992)
- Chinna Thayee (1992)
- Chikkejamanru (1992)
- Belli Modagalu (1992)
- Daddy (1992)
- Naangal (1992)
- Prana Snehitha (1992)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…