Ram Laxman (1997)

- Directed by
- Sangram Biswal
- Country
- India
- Elsewhere
- IMDb
How it feels
Two brothers named Ram and Laxman face challenges that test their bond. The story follows their struggles with family and adversaries.
dramaticaction-orientedemotionalfamily-centricfast-pacedearnestconflict-heavymusical
What happens
ରାମ ଲକ୍ଷ୍ମଣ, ୧୯୯୭ ମିସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବି. ପ୍ରମିଳା । ପ୍ରମିଳା ରାଉତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଶ୍ରେର୍ଷାନନ୍ଦ ଦାସ କାନୁନ୍ଗୋ ଓ ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ବିଜୟ ମହାନ୍ତି, ଶ୍ରୀତମ ଦାସ, ରାଇମୋହନ ପରିଡ଼ା, ସ୍ନିଗ୍ଧା ମହାନ୍ତି, ବ୍ରଜ ସିଂହ, ଜୟୀରାମ ସାମଲ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ହର ପଟ୍ଟନାୟକ, ତନ୍ଦ୍ରା ରାୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
- Bhai Bhai (1997)
- Krishna Arjun (1997)
- Periya Thambi (1997)
- Peddannayya (1997)
- Bhai Amar Bhai (1996)
- Adarer Bon (1997)
- Pasamulla Pandiyare (1997)
- Suraj (1997)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…