Rupa Gaan Ra Suna Kania (1998)

- Directed by
- Raju Misra
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This is an Odia language film from 1998. It tells a story set in a village with a focus on family relationships and romance.
dramaticromanticmelodramaticemotionalfamily-centrictraditionalmusicalvillage-set
What happens
ରୂପା ଗାଁ'ର ସୁନା କନିଆଁ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଶ୍ୱନାଥ ମିଶ୍ର ଓ ଦିଲୀପ ମିଶ୍ର ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବିଶ୍ୱନାଥ ମିଶ୍ର । ଧନେଶ୍ୱର ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଓ ନିର୍ଦ୍ଦେଶନା ଦେଇଥିଲେ । ଉତ୍ତମ ମହାନ୍ତି, ସିଦ୍ଧାନ୍ତ ମହାପାତ୍ର, ଜୟୀରାମ ସାମଲ, ବିଜୟ ମହାନ୍ତି, ଅପରାଜିତା ମହାନ୍ତି, ରଚନା ବାନାର୍ଜୀ, ଗୀତା ଦତ୍ତ, ନମ୍ରତା ଦାସ, ରାଇମୋହନ ପରିଡ଼ା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Saubhagyabati (1998)
Ponnu Velayira Bhoomi (1998)
Jibana sathi (1997)
Mana Khali Tate Chahen (2018)
Ahalya (1998)
Kanyadanam (1998)
Only Pyar (2018)
Ponmanam (1998)- More like this film, on a shelf you can walk up to.It's the lit case on the top shelf.