Maa Gojabayani (1999)

- Directed by
- Basant Sahu
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A Odia film from 1999 directed by Basant Sahu. It features Manoj Panda and Anu Choudhury in leading roles. The story was produced by Sanak Debata.
dramaticearnesttraditionalemotionalstraightforwardmelodramaticfamily-orientedsincere
What happens
ମା ଗୋଜବାୟାଣୀ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ସନକ ଦେବତା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ ଏବଂ କାହାଣୀ ରଚନା କରିଥିଲେ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମନୋଜ ପଣ୍ଡା ଓ ଅନୁ ଚୌଧୁରୀ । କୁନା ତ୍ରିପାଠୀ, ନମ୍ରତା ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ବିନାୟକ ମିଶ୍ର, ନବ ଆଚାର୍ଯ୍ୟ, ରୀନା ବେହେରା, ସୁବ୍ରତ ଦାସ, ଜୀମୁତା, ଜୟନ୍ତି କର, ମନୋଜ ପଣ୍ଡା, ନିମାନନ୍ଦ ପାତ୍ର, ପ୍ରିୟମ୍ବଦା ରାୟ, ତୃପ୍ତି ସିହ୍ନା, ଶ୍ରୀକୃଷ୍ଣ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅଭିନେତ୍ରୀ ଅନୁ ଚୌଧୁରୀ ଓ କୁନା ତ୍ରିପାଠୀ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । (from Wikipedia, CC BY-SA)
More like this
Rakata Chinhichhi Nijara Kie (1999)
Maa Pari Kie Heba (1999)
ଛବିରାଣୀ (2019)
Santan (1999)
Kala Chakra (1999)
Ei Akhi Ama Sakhi (1999)
To Akhi Mo Aaena (1999)
Katha Kahiba Mo Matha Sindura (1999)- More like this film, on a shelf you can walk up to.It's the lit case on the top shelf.