Aalo Mora Kandhei (2010)

- Directed by
- Himanshu Parija
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A story set in Odisha involving romance and family conflict. The film follows a man in love who faces opposition from a villainous figure.
dramaticemotionalromanticdomesticconflict-riddenmelodramaticfamily-centric
What happens
ଆ'ଲୋ ମୋର କଣ୍ଢେଇ, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ମାନସ ସାହୁ । ଚଞ୍ଜଳା ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଚିନ୍ମୟ ଦାସ ପଟ୍ଟନାୟକ କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ହିମାଂଶୁ ପରିଜା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଆକାଶ ଦାସନାୟକ, ପ୍ରିୟା ଚୌଧୁରୀ ଓ ଅର୍ଚ୍ଚିତା ସାହୁ । ସିଦ୍ଧାନ୍ତ ମହାପାତ୍ର ଏହି କଥାଚିତ୍ରଟିର ଖଳନାୟକ ଭୂମିକାରେ ଅଭିନୟ କରିଥିଲେ । ମିହିର ଦାସ, ସରୋଜ ଦାସ, ଅନୀତା ଦାସ, ହରିହର ମହାପାତ୍ର, ବୀଣା ମହାରଣା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Mitare Mita (2009)
Aaa Re Saathi Aa (2009)
Chocolate (2011)
Tate Bhala Pauchi Boli (2010)
Mylari (2010)
Pen Singam (2010)
Tu Mo Hero (2017)
Sei Jhiati (2002)- More like this film, on a shelf you can walk up to.It's the lit case on the top shelf.