Underplayed Gems
The whole movie catalogue

Films and series, searchable by what they are

← Back to the shop

Chori Chori Mana Chori (2011)

Chori Chori Mana Chori poster
Country
India
Elsewhere
IMDb

How it feels

A young man and woman fall in love while navigating humorous situations. They face obstacles from family and friends as they try to be together.

lightheartedromanticplayfulcheerfulupbeatcolorfullively

What happens

ଚୋରି ଚୋରି ମନ ଚୋରି, ୨୦୧୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅନାମ ଚରଣ ସାହୁ ଓ ଭବାନୀ ଚରଣ ରଥ । ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ରଜନୀ ରଞ୍ଜନ । ରାଜୀବ ମହାନ୍ତି ଏହି କଥାଚିତ୍ରଟିର ନିର୍ଦ୍ଦେଶନାରେ ଦେଇଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦେବାଶିଷ ପାତ୍ର ଓ ନିକିତା । ମିହିର ଦାସ, କୁନା ତ୍ରିପାଠୀ, ମୀନକେତନ ଦାସ, ପୁଷ୍ପା ପଣ୍ଡା, ପିଣ୍ଟୁ ନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)

More like this

This page is from Underplayed Gems. Not quite it? Tell the Catbot what you feel like watching and it picks from the whole catalogue, or browse by genre, country and year.

Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers

Loading movies…

What should I watch?