Aain Kanoon (2011)

- Country
- India
- Elsewhere
- IMDb
How it feels
A man and a woman are the main characters in a story about law and justice. They face challenges and conflicts in a courtroom setting. The film follows their journey through legal battles and personal struggles.
dramaticemotionalintensefast-pacedseriousconflict-drivenlegalsuspenseful
What happens
ଆଇନ କାନୁନ, ୨୦୧୧ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ଦ୍ର ପଣ୍ଡା । ବିଜୟଲକ୍ଷ୍ମୀ ପଣ୍ଡା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ସନ୍ତୋଷ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏସ୍ ଶଙ୍କର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ତନ୍ମୟ ମିଶ୍ର ଏବଂ ବବ୍ଲି । ମିହିର ଦାସ, କୁନା ତ୍ରିପାଠୀ, ପିଣ୍ଟୁ ନନ୍ଦ, ସମରେଶ ରାଉତରାୟ, ସୁମନ, ନୃସିଂହ ମହାନ୍ତି, ଅମର, ପ୍ରିୟଙ୍କା ମହାପାତ୍ର, ମୂଷା, କିଷାନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
- Varmam (2011)
- Prince (2011)
- Bachelor (2021)
- Patna Shuklla (2024)
- Anjaamai (2024)
- Chattam (2011)
- Neramu Siksha (1973)
- Arjun (2011)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…