Nai Separi Kanaka Gori (2013)

- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A love story set in rural Odisha follows a young couple facing challenges from family and society. They try to overcome obstacles to be together.
romanticlightheartedsimpleemotionaldramaticfamily-orientedtraditional
What happens
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ପାର୍ଥ ସାରଥୀ ରାୟ ଏବଂ ରାଲି ନନ୍ଦ । ମିହିର ଦାସ, ଅପରାଜିତା ମହାନ୍ତି, ମୀନକେତନ, ସମରେଶ ରାଉତରାୟ, ଦେବୁ ବୋଷ, ଜୟୀରାମ ସାମଲ, ପ୍ରୀତିରାଜ ଶତପଥୀ ଆଦି କଳାକାରମାନେ ଚଳଚ୍ଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Chowka Chhaka (2013)
ଜହ୍ନର ପାହାଡ଼ (2013)
Prema Sabuthu Balaban (2013)
Badhu Nuhen Mu Bandhu (2013)
Salaam Cinema (2013)
Bachelor (2013)
Mo Dil To Deewana (2013)
Apple Penne (2013)- More like this film, on a shelf you can walk up to.It's the lit case on the top shelf.