Badmas Toka (2015)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young man from a small town gets into a series of comic situations. The film follows his attempts to win over a woman he likes.
lightheartedcomedicupbeatplayfulenergeticstraightforwardcolorful
What happens
ବଦମାସ୍ ଟୋକା, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌଭାଗ୍ୟ କୁମାର ପରିଡ଼ା । ଏସ୍କେ.ଏଣ୍ଟରଟେନ୍ମେଣ୍ଟ୍ ବ୍ୟାନରରେ ନିର୍ମତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଏହି ବ୍ୟାନରର ଏହା ପ୍ରଥମ ଚଳଚ୍ଚିତ୍ର ଥିଲା । ଏହି ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ ଲିଙ୍ଗରାଜ ପତି ଏବଂ ସଂଳାପ ଲେଖିଥିଲେ ରଜନୀ ରଞ୍ଜନ । ନିର୍ଦ୍ଦେଶକ ପ୍ରଶାନ୍ତ ପାଲ୍ ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶନ ପି. କୁମାର ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ୧୫ ସେପ୍ଟେମ୍ବର ୨୦୧୭ରେ ମୁକ୍ତିଲାଭ କରିଥିଲା ଏହି କଥାଚିତ୍ରଟି । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଉଦୟ ଏବଂ ବଙ୍ଗୀୟ ନାୟିକା ମାଳବିକା ବାନାର୍ଜୀ । ଉଦୟ ପୂର୍ବରୁ ତାମିଲ କଥାଚିତ୍ରରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ର ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ଶିବମ୍, ମିହିର ଦାସ, ବିଜୟ ମହାନ୍ତି, ମୀନକେତନ, ଅଶ୍ରୁମୋଚନ ମହାନ୍ତି, ଅସୀତ ପତି, ହାଡ଼ୁ, ଗୁଡ୍ଡୁ, ସୁମନ ଆଦି କଳାକାରମାନେ ଚଳଚ୍ଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Cinema choopistha mava (2015)
Love 24x7 (2015)
Beeruva (2015)
Myself Pendu (2015)
Moone Moonu Varthai (2015)
Pilata Bigidigala (2015)
Rocket (2015)
Super Michhua (2015)- More like this film, on a shelf you can walk up to.It's the lit case on the top shelf.