Aa Aaa Harsaee (2015)

- Directed by
- Narasingha Padhi
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This Odia film from 2015 follows a love story with music and dance. The main character, played by Arddhendu, falls for one of two leading ladies played by Bably and Srijala.
lightheartedmusicalromanticupbeatwhimsicalcolorfuldramatic
What happens
ଅ ଆ ହର୍ଷେଇ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।ଏହି କଥାଚିତ୍ରଟି ଉଭୟ ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ କୃଷ୍ଣଚନ୍ଦ୍ର ମଲ୍ଲିକ । କୁମାର ଚିନ୍ମୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଏନ୍ ପାଢ଼ୀ ଏହି କଥାଚିତ୍ରଟି ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କିରଥିଲେ ଅର୍ଦ୍ଧେନ୍ଦୁ । ବବ୍ଲି ଏବଂ ଶ୍ରୀଜଳା, ଦୁଇଜଣ ନାୟିକା ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ପ୍ରୀତିରାଜ ଶତପଥୀ, ଅଶ୍ରୁମୋଚନ ମହାନ୍ତି, ଜୀବନ ପଣ୍ଡା, ମୌସୁମୀ ଶାହା, ଶୁଭ, ପ୍ରିୟଙ୍କା, ରୋହନ ଭଟ୍ଟାଚାର୍ଯ୍ୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Mo Dil Kahe Ilu Ilu (2015)
Love You Hamesha (2015)
Kehi Nuhen Kahara (2015)
Apna Hath Jagannath (2015)
Nua Nua Premare (2015)
My First Love (2015)
Kie Deba Takkar (2015)
Challenge (2025)- More like this film, on a shelf you can walk up to.It's the lit case on the top shelf.