Underplayed Gems

Bhaina Kana Kala Se (2016)

Bhaina Kana Kala Se poster
Directed by
Sanjay Nayak
Country
India
The 3D catalogue: film cases on wooden shelves, with the cat sitting at the counter next to its greeting.

The catalogue in 3D

The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.

More films like this

How it feels

This Odia film is about a comedy actor getting into situations around a casting controversy. It follows the character played by the comedian as he deals with misunderstandings and funny encounters.

lightheartedplayfulcomedy-drivenquirkycandidinformallively

What happens

ଭାଇନା, କ'ଣ କଲା ସେ, ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଓଡ଼ିଆ ଚଳଚ୍ଚିତ୍ର ଜଗତରେ କାଷ୍ଟିଂକାଉଚର ସତ୍ୟାସତ୍ୟକୁ ନେଇ ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ଏହି ଚଳଚ୍ଚିତ୍ରଟି ନିର୍ମାଣ ହୋଇଥିଲା । ଏଥିରେ ହାସ୍ୟ ଅଭିନେତା ବାଳକୃଷ୍ଣ, ପପୁ ପମ ପମଙ୍କ ଭଳି ଦେଖାଯାଉଛନ୍ତି । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ । ପ୍ରଥମାବସ୍ଥାରେ ଏହି ଚଳଚ୍ଚିତ୍ରଟିର ନାମ ଏକ୍ସକ୍ୟୁଜ ମି କ'ଣ କଲା ସେ ଥିଲା, ମାତ୍ର ପରବର୍ତ୍ତୀ ସମୟରେ ଏହାର ଶୀର୍ଷକ‌କୁ ବଦଳାଇ ଭାଇନା, କ'ଣ କଲା ସେ କରାଯାଇଥିଲା । ଏହି ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାଳକୃଷ୍ଣ ନାୟକ ଏବଂ ତମନ୍ନା । କୁନା ତ୍ରିପାଠୀ, ଚନ୍ଦନ କର, ଜୀନା ସାମଲ, ଲିକ, ପ୍ରେମାଞ୍ଜନ ପରିଡ଼ା, ବିଜୁ ବଡ଼ଜେନା, ବିରେନ ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା ଆଦି କଳାକାରମାନେ ଚଳଚ୍ଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)

More like this

This page is from Underplayed Gems. Not quite it? You can browse by genre, country and year, or take this one into the 3D catalogue and ask the Catbot for something closer.