Mimansa (2016)

- Directed by
- Chakradhar Sahu
- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A film about how people can rapidly change for small amounts of money. It shows the decay of humanity and human values.
thought-provokingsomberreflectivegroundedslow-burnmoralrealisticintrospective
What happens
ମୀମାଂସା ୨୦୧୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ପ୍ରଦୀପ ଦାଶଙ୍କ ସମନାମବିଶିଷ୍ଟ ମୌଳିକ କାହାଣୀ ଉପରେ ପର୍ଯ୍ୟବେସିତ ଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ । ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଲିପି । ତାଙ୍କ ସହ ହର ରଥ, ମୀନକେତନ, ମନୋଜ ପଟ୍ଟନାୟକ, ସୁରେଶ ବଳ ପ୍ରମୁଖ ଅଭିନୟ କରିଥିଲେ । "ମଣିଷପଣିଆ, ମାନବିକ ମୂଲ୍ୟବୋଧର ଦ୍ରୁତ ଅବକ୍ଷୟ ହିଁ ଥିଲା ଏହି ଚଳଚ୍ଚିତ୍ରରେ ମୁଖ୍ୟ ଉପଜୀବ୍ୟ ।" ସାମାନ୍ୟ ଟଙ୍କା କେଇଟା ପାଇଁ ମଣିଷମାନେ କେଉଁଭଳି ଭାବରେ ହଠାତ୍ ବଦଳିଯାଆନ୍ତି ତାହା ଦୃଶ୍ୟାୟନ ହୋଇଥିଲା ଏହି ଚଳଚ୍ଚିତ୍ରରେ । (from Wikipedia, CC BY-SA)
More like this
Ek Tha Hero (2016)
Kaafiron Ki Namaaz (2016)
Onaatah (2016)
Mahanayika (2016)
Mantra (2016)
Elixir (2016)
Man with the Binoculars (2016)
Yevado Okadu (2016)- More like this film, on a shelf you can walk up to.It's the lit case on the top shelf.