Suna pila tike screw dhila (2017)

- Country
- India
How it feels
A man forgets about his worries and prefers to hang out with his friends. The film follows four friends and their time together.
lightheartednostalgicplayfulrelaxedwarmsimplecomediceasygoing
What happens
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ । ବାବୁଶାନ୍ ନିଜେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ପପୁ ପମ ପମ, ପିଣ୍ଟୁ ନନ୍ଦ ଏବଂ ପ୍ରଜ୍ଞା ତାଙ୍କର ସାଙ୍ଗ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ଚାରି ବନ୍ଧୁଙ୍କ କାହାଣୀକୁ ନେଇ ନିର୍ମିତ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସବୁକିଛି ଭୁଲିଯାଇ କେବଳ ତା' ସାଙ୍ଗମାନଙ୍କ ସହ ସମୟ ବିତାଇବାକୁ ଭଲ ପାଉଥାଏ । ଶୀତଲ ପାତ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ ପ୍ରମୁଖ ଏହି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୭ ଜୁଲାଇ ୨୦୧୭ରେ ଏହି ଚଳଚ୍ଚିତ୍ରର ଟ୍ରେଲର ୟୁ ଟ୍ୟୁବ୍ରେ ମୁକ୍ତିଲାଭ କରିଥିଲା । ଟ୍ରେଲର ମୁକ୍ତିଲାଭ କରିବାର ପାଞ୍ଜଦିନ ମଧ୍ୟରେ ପ୍ରାୟ ଅଢ଼େଇ ଲକ୍ଷ ଲୋକ ଏହାକୁ ଦେଖିଥିଲେ । ଏଥିସହ ପ୍ରଯୋଜନା ସଂସ୍ଥା ପକ୍ଷରୁ ଟୁଇଟରରେ ମଧ୍ୟ ଏହି ଚଳଚ୍ଚିତ୍ର ପାଇଁ ଟ୍ରେଣ୍ଡ କରାଯାଇଥିଲା । (from Wikipedia, CC BY-SA)
More like this
- Golmaal (2017)
- Paakanum Pola Irukku (2017)
- Vekh Baraatan Challiyan (2017)
- MentalMadhilo (2017)
- Tike Anadi Pura Khiladi (2017)
- Nikka Zaildar 2 (2017)
- Fashion Designer s/o Ladies Tailor (2017)
- Bibaho Diaries (2017)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…