Hero No.1 (2017)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young man falls in love with a news reporter during the Durga Puja festival. He tries to win her heart with the help of his friends and family.
lightheartedfestiveromanticenergetichumorousmelodicupbeatfamily-friendly
What happens
ହିରୋ ନଂ ୱାନ୍, ୨୦୧୭ ଦୂର୍ଗାପୂଜା ସମୟରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ହୋଇଥିଲା । ନିର୍ଦ୍ଦେଶକ ତାପସ ସରଘରିଆ ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି ଚଳଚ୍ଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ବାବୁଶାନ୍ ଏବଂ ନାୟିକା ଭୂମିକା ଦାଶ । ଭୂମିକା ନାୟିକା ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀରେ ତରଙ୍ଗ ସିନେ ପ୍ରଡକ୍ସନ ସହ କାର୍ଯ୍ୟ କରିଥିଲେ । ଏହି ଚଳଚ୍ଚିତ୍ରଟି ତାଙ୍କର ୨ୟ ଚଳଚ୍ଚିତ୍ର ଥିଲା । ଏଥିରେ ଭୂମିକା ଜଣେ ସମ୍ବାଦଦାତାର ଭାବରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ମିହିର ଦାସ, କୁନା ତ୍ରିପାଠୀ, ପିଣ୍ଟୁ ନନ୍ଦ, ଦୀପକ ମିଶ୍ର, ଅସୀତ ପତି, ତ୍ରିଭୁବନ, ଜୟପ୍ରକାଶ, ପୁଷ୍ପା ପଣ୍ଡା, ଶକ୍ତି ବରାଳ, ପ୍ରଦ୍ୟୁମ୍ନ ଲେଙ୍କା ଆଦି କଳାକାରମାନେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Shiva Not Out (2017)
Just Mohabbat (2017)
Rarandoi Veduka Chudham (2017)
Kadhal Kan Kattuthe (2017)
Nikka Zaildar 2 (2017)
To Premare Padila Pare (2017)
Paippin Chuvattile Pranayam (2017)
Vekh Baraatan Challiyan (2017)- More like this film, on a shelf you can walk up to.It's the lit case on the top shelf.