Ajatashatru (2018)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young man and woman take on lead roles in an Odia language film. The story follows their lives and the people around them as they face challenges.
dramaticemotionalslow-pacedseriousintensecontemplativesombercharacter-driven
What happens
ଅଜାତଶତ୍ରୁ, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ସୋହମ ସିଂହ । ନିର୍ଦ୍ଦେଶକ ବିଭୂତି ଭୂଷଣ ମହାପାତ୍ର ଏହି ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ଡଃ ନିର୍ମଳ ନାୟକ ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ । ବିଭୂତି ଭୂଷଣ ମହାପାତ୍ର ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେବା ସହ ସଙ୍ଗୀତ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଏହି ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନବାଗତ ନାୟକ ସୋହମ ଏବଂ ନାୟିକା ଦେବଯାନୀ । ନବାଗତା ସ୍ୱାଧୀ ସିଂହ ମଧ୍ୟ ଏହି ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ମନୋଜ ମିଶ୍ର, ଶକ୍ତି ବରାଳ, ପ୍ରଜ୍ଞା ଖଟୁଆ, କାଳୀ ଆଦି କଳାକାରମାନେ ଚଳଚ୍ଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Premi Diwana (2018)
Sathi Tu Pheria (2018)
Ole Ole Dil Bole (2018)
Shakti (2018)
Lolans (2018)
Mana Khali Tate Chahen (2018)
Pheria - Come Back (2020)
Maati (2018)- More like this film, on a shelf you can walk up to.It's the lit case on the top shelf.