Dekha Hela Prema Hela (2019)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young man and woman meet and fall in love. They face some challenges as their relationship develops.
lightheartedromanticupbeatcheerfulsimpleplayfulwarm
What happens
ଦେଖା ହେଲା ପ୍ରେମ ହେଲା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ରମେଶ ବାରିକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହଣୀ ରଚନା କରିଥିଲେ । ଅଜୟ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଟି. ଗଣେଶ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଏସ୍. ଚନ୍ଦ୍ରକାନ୍ତ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅଭିଶେକ ରଥ, ରାଗିଣୀ ଓ ସୁଭାଶିଷ ଶର୍ମା । ପ୍ରଦ୍ୟୁମ୍ନ ଲେଙ୍କା, ପ୍ରତିଭା ପଣ୍ଡା, ଜୋଜୋ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
Googly (2019)
Love You Zindagi (2019)
Golmaal Lovefilmodia (2019)
Ajab Sanjura Gajab Love (2019)
Twist Wala Love Story (2019)
2 Hours Love (2019)
Love Twist (2019)
100% Kadhal (2019)- More like this film, on a shelf you can walk up to.It's the lit case on the top shelf.