To Bina Mun Kichi Chanhe Na (2019)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A man wants only one person in his life. The story follows his feelings and the people around him.
romanticgentleemotionalsimpleheartfeltwarm
What happens
ତୋ ବିନା କିଛି ମୁଁ ଚାହେଁନା, ୨୦୧୯ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଜାଗି ମଙ୍ଗତ ପଣ୍ଡା, ଯାହାକି ତରଙ୍ଗ ସିନେ ପ୍ରଡକ୍ସନରେ ନିର୍ମାଣ କରାଯାଇଥିଲା । ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ରାଜେଶ ମହାନ୍ତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ରାକେଶ ଦେଓ, ମନସ୍ୱିନୀ ପତି ଓ ଅଶୋକ ଦାସ ଭଳି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୧୯ ମସିହାର ଜୁନ ୧୬ ତାରିଖରେ ତରଙ୍ଗ ଟିଭିରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Miss U Mister (2019)
A Gift of Love: Sifar (2019)
2 Hours Love (2019)
Neeyum Njanum (2019)
I Love You (2019)
Tu Mo Suna Chadhei (2019)
Girlfriend (2019)
Dekha Hela Prema Hela (2019)- More like this film, on a shelf you can walk up to.It's the lit case on the top shelf.