Underplayed Gems

Queen (2020)

Queen poster
Country
India
Elsewhere
IMDb
The 3D catalogue: film cases on wooden shelves, with the cat sitting at the counter next to its greeting.

The catalogue in 3D

The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.

More films like this

How it feels

The story follows a young woman as she faces challenges in her life. It shows her journey through relationships and personal struggles.

dramaticemotionalfocusedintimateearnestcharacter-drivengroundedpersonal

What happens

କୁଇନ୍, ୨୦୨୦ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କନ୍ଦୋଇ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ବିଜୟ ମଲ୍ଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବର୍ଷା ପ୍ରିୟଦର୍ଶିନୀ, ଜୟଜିତ ଦାସ ଏବଂ ଲିପ୍ସା ମିଶ୍ର । ହରିହର ମହାପାତ୍ର, ପପି ସନ୍ତୁକା, ଉଷସୀ ମିଶ୍ର ପ୍ରମୁଖ କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)

More like this

This page is from Underplayed Gems. Not quite it? You can browse by genre, country and year, or take this one into the 3D catalogue and ask the Catbot for something closer.