Mana Mo Neigalu Re (2021)

- Directed by
- Sanjay Nayak
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young couple navigates their love story in an Odia setting. The film follows their relationship through moments of joy and challenge.
romanticlightheartedmusicalhopefulgentlewarm
What happens
ମନ ମୋ ନେଇଗଲୁ ରେ, ୨୦୨୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ କୁମାର ଦାଶ । ଦିଲ୍ଲୀପ କୁମାର ଦାଶ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଜ୍ୟୋତି ରଞ୍ଜନ ନାୟକ ଓ ଭୂମିକା ଦାଶ । କୁନା ତ୍ରିପାଠୀ, ପୁଷ୍ପା ପଣ୍ଡା, ବିଜୁ ବଡ଼ଜେନା, ଗୁଡ୍ଡୁ, ବିରାଜ ଦାସ, ଦିଲ୍ଲୀପ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପିନାକୀ ନାୟକ, ଧରିତ୍ରୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୧ ମସିହାର ଦୁର୍ଗାପୂଜା ସମୟରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Jungle (2021)
Love You Priya (2020)
Kokoli: Fish Out of Water (2021)
Tapori (2017)
Ardhangini (2021)
Bishwaas-The Light Over Darkness (2021)
Ole Ole Dil Bole (2018)
Mitha Mitha (2017)- More like this film, on a shelf you can walk up to.It's the lit case on the top shelf.