Chorani (2021)

- Genre
- comedy film
- Country
- India
- Runtime
- 2h 48m
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This is an Odia comedy film about a thief who gets caught up in funny situations. It follows the character as they try to get away with their schemes and the trouble that follows.
lightheartedplayfulupbeatsimplecomiclivelyeasygoingwarm
What happens
ଚୋରଣୀ, ୨୦୨୧ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ରାଉତ । ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ବି. ଚନ୍ଦନ କୁମାର କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଜଗଜିତ ପାଲ ଓ ଶୀତଲ ପାତ୍ର । ରାଇମୋହନ ପରିଡ଼ା, ପିଣ୍ଟୁ ନନ୍ଦ, ଚୌଧୁରୀ ଜୟପ୍ରକାଶ ଦାସ, ରାକ୍ଷୀ ଦାଶ, ତ୍ରିଭୁବନ ପଣ୍ଡା, କୁନାଲ ପଟ୍ଟନାୟକ, ଶଙ୍କର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୮ ନଭେମ୍ବର ୨୦୨୧ରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍ରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Kokoli: Fish Out of Water (2021)
Rangila Bohu - 2 (2021)
Engada Irundeenga Ivvalavu Naala (2021)
Rangila Bohu (2019)
Mana Mo Neigalu Re (2021)
Hello Charlie (2021)
Black Coffee (2021)
Ninnila Ninnila (2021)- More like this film, on a shelf you can walk up to.It's the lit case on the top shelf.