Underplayed Gems

Akhi Bujidele Tu (2021)

Akhi Bujidele Tu poster
Country
India
The 3D catalogue: film cases on wooden shelves, with the cat sitting at the counter next to its greeting.

The catalogue in 3D

The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.

More films like this

How it feels

An Odia language film produced by actor Pupinder Singh. It tells a story written by Niranjan Kara with a screenplay by Tusharakanta Pattnayak. The film features Pupinder Singh, Deepika Tripathi, and Jyotirmayi Bala in lead roles.

family-orientedlightheartedmusicalromanticdramaticemotionaltelevision-style

What happens

ଆଖି ବୁଜିଦେଲେ ତୁ, ୨୦୨୧ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ପୁପିନ୍ଦର ସିଂହ । ନିରଞ୍ଜନ କର ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ତୁଷାରକାନ୍ତ ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଏସ୍. କେ. ମୂରଲୀଧର । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ପୁପିନ୍ଦର ସିଂହ, ଦୀପିକା ତ୍ରିପାଠୀ ଓ ଜ୍ୟୋତିର୍ମୟୀ ବଳ । ସମରେଶ ରାଉତରାୟ, ମନୋଜ ମିଶ୍ର, ଜର୍ଜ ତିଆଡ଼ି, ରବି ମିଶ୍ର, ଜୀବନ ପଣ୍ଡା, ଗୁଡ୍ଡୁ ଆଦି କଳାକାରାମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୧ ମସିହାର ଡିସେମ୍ବର ୩୧ ତାରିଖରେ କଲର୍ସ ଓଡ଼ିଆରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)

More like this

This page is from Underplayed Gems. Not quite it? You can browse by genre, country and year, or take this one into the 3D catalogue and ask the Catbot for something closer.