Underplayed Gems
The whole movie catalogue

Films and series, searchable by what they are

← Back to the shop

Bisarjan (2021)

Bisarjan poster
Country
India

How it feels

An Odia film produced by and starring Shraddha Panigrahi. The story centers on a woman's personal journey, set against a backdrop of cultural traditions.

sombercontemplativegroundedatmosphericdeliberateemotionalintimate

What happens

ବିସର୍ଜନ, ୨୦୨୧ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ଚିନ୍ମୟ ଦାସ ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ରାମକୃଷ୍ଣ ପାଢ଼ୀ । ସଙ୍ଗୀତକାର ଅସଦ ନିଜାମ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଶ୍ରଦ୍ଧା ପାଣିଗ୍ରାହୀ ଓ ସୁଭାଶିଷ ଶର୍ମା । ଲରେନ୍ସ ବେହେରା, ଅନିକେତ, ସୁଦାମ, ମାନସ, ବାବୁ, ଶିତୁଲ, ସାଇମନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୧ ମସିହାର ମାର୍ଚ୍ଚ ୭ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମଞ୍ଜରୀ ଟିଭିରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)

More like this

This page is from Underplayed Gems. Not quite it? Tell the Catbot what you feel like watching and it picks from the whole catalogue, or browse by genre, country and year.

Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers

Loading movies…

What should I watch?