Underplayed Gems
The whole movie catalogue

Films and series, searchable by what they are

← Back to the shop

Indrajal (2021)

Indrajal poster
Directed by
Pinu Nayak
Country
India
Elsewhere
IMDb

How it feels

A family drama from Odisha, released for television. The story follows relationships and conflicts within a family.

dramaticearnestemotionalfamily-focusedheartfelttraditionalslow-paced

What happens

ଇନ୍ଦ୍ରଜାଲ, ୨୦୨୧ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରମେଶ ବାରିକ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ପିନୁ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମ୍ବିତ ଆଚାର୍ଯ୍ୟ ଓ ଦେବଯାନୀ । ବିଶାଳ କୋଟିନ, ହର ରଥ, ତପି ମିଶ୍ର, ସାତ୍ୟକି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ବିନୋଦ ପରିଡ଼ା, ସୁଜିତ ପାଇକରାୟ, ମୁନ୍‌ମୁନ୍, ବନ୍ଦନା, ରାଜଲକ୍ଷ୍ମୀ, ମାନସ, କମଲ, ପୃଥ୍ୱୀରାଜ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)

More like this

This page is from Underplayed Gems. Not quite it? Tell the Catbot what you feel like watching and it picks from the whole catalogue, or browse by genre, country and year.

Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers

Loading movies…

What should I watch?