Kurukshetra (2022)

- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This Odia film tells a story involving family relationships and conflicts. It was produced by Kshirod Pattanayak and directed by Ashwini Tripathi, with music by Gudly Rath. The lead roles are played by Akash Dasnayak and Tamanna Vyas.
dramaticemotionalfamily-centeredtraditionalslow-pacedearnestmelodramaticcultural
What happens
କୁରୁକ୍ଷେତ୍ର ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କ୍ଷୀରୋଦ ପଟ୍ଟନାୟକ । ଦୀପକ କୁମାର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଅଶ୍ୱିନୀ ତ୍ରିପାଠୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଗୁଡ୍ଲି ରଥ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଆକାଶ ଦାସନାୟକ ଓ ତମନ୍ନା ବ୍ୟାସ । ସମରେଶ ରାଉତରାୟ, ପିଣ୍ଟୁ ନନ୍ଦ, ପ୍ରଦ୍ୟୁମ୍ନ ଲେଙ୍କା, ଇଲୁ ବାନାର୍ଜୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୨ ମସିହାର ଫେବୃଆରୀ ୧୩ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Lal Odhani (2022)
Mahisasura (2022)
Chumki Seta Panire Budiba Nahinki (2022)
Rudrani (2022)
Bibhranta (2023)
Pratignya (2022)
Mahabahu (2022)
Lagaam (2022)- More like this film, on a shelf you can walk up to.It's the lit case on the top shelf.