Underplayed Gems

Kou Akasa Ra Janha Tu (2022)

Kou Akasa Ra Janha Tu poster
Country
India
The 3D catalogue: film cases on wooden shelves, with the cat sitting at the counter next to its greeting.

The catalogue in 3D

The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.

More films like this

How it feels

A young man and woman navigate their relationship against the backdrop of family and social expectations in Odisha. The story follows their journey through love and the challenges that arise.

romanticdramaticemotionalpoignantsentimentallyrical

What happens

କୋଉ ଆକାଶର ଜହ୍ନ ତୁ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପବିତ୍ର ନାୟକ । ବି. ଚନ୍ଦନ କୁମାର ଏହି କଥାଚିତ୍ରଟିର କାହଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ । ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ନିଶାନ୍ତ ମଝିତିଆ । ରାଜେନ୍ଦ୍ର ମହନ୍ତ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଶରତ ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସୁଭାଶିଷ ଶର୍ମା ଓ ଦିବ୍ୟା ମହାନ୍ତି । ସରୋଜ ଦାସ, ନମିତା ଦାସ, ସୋମୁ, ପ୍ରଦୀପ ଦତ୍ତ, ବିରଞ୍ଚି, ସିୟା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ମଇ ୧୫ ତାରିଖରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍‌ରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)

More like this

This page is from Underplayed Gems. Not quite it? You can browse by genre, country and year, or take this one into the 3D catalogue and ask the Catbot for something closer.