Titli (2022)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young couple navigates their relationship and family challenges in Odisha. The film follows their journey as they confront personal and social pressures.
emotionaldramaticfamily-focusedromantichopefulgentle
What happens
ତିତ୍ଲି ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସ । ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ତୁଷାର କେ. ସିହ୍ନା ଓ ଦିବ୍ୟାସାନ୍ତା ମହାନ୍ତି । ମିହିର ଦାସ, ପ୍ରୀତିରାଜ ଶତପଥୀ, ପ୍ରତିଭା ପଣ୍ଡା, ଜୀବନ ପଣ୍ଡା, ହାଡ଼ୁ, ନୂପୁର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୨୦୨୨ ମସିହାର ସେପ୍ଟେମ୍ବର ୩୦ ତାରିଖରେ ଦୁର୍ଗାପୂଜା ସମୟରେ ଏହି କଥାଚିତ୍ରଟି ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Kou Akasa Ra Janha Tu (2022)
Dil Mora Manena (2022)
Trushna (2022)
Didi Namaskar (2022)
Panigrahana (2022)
FOUR (2022)
To Na Ra Mane Han (2022)
Mahabahu (2022)- More like this film, on a shelf you can walk up to.It's the lit case on the top shelf.