Bichha Gang (2022)

- Directed by
- Sanjay Nayak
- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This Odia film follows a group of young people involved in conflicts and relationships. Deepak Barik and Orlin Ankita play the main characters who deal with personal challenges and community events.
straightforwardlighthearteddramaticfast-pacedaction-orientedemotionalfamily-friendlylocal
What happens
ବିଛାଗ୍ୟାଙ୍ଗ୍ ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିବା ସହିତ ଏହାର କାହାଣୀ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଦେବୀଦତ୍ତ ମହାନ୍ତି । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦୀପକ ବାରିକ ଓ ଅର୍ଲିନ ଅଙ୍କିତା । ପିଣ୍ଟୁ ନନ୍ଦ, ପୁଷ୍ପା ପଣ୍ଡା, ପ୍ରଦୀପ ଦେବତା, କ୍ରିଷ୍ଣା କର, କାଳୀ, ଦେବ, ଚୌଧୁରୀ ଜୟପ୍ରକାଶ ଦାସ, ବିଜୁ ବଡ଼ଜେନା, ସୋନମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ନଭେମ୍ବର ୨୦ ତାରିଖରେ ଉଭୟ ତରଙ୍ଗ ପ୍ଲସ୍ ଓ ତରଙ୍ଗ ଟିଭିରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Jatha Rabanasya Mandodari (2022)
Mahabahu (2022)
Life Re Kichhi Bi Heipare (2022)
Adha Lekha Gapa (2022)
Tu Mora OK (2022)
Hi Krushna (2022)
Lagaam (2022)
Oye Anjali (2022)- More like this film, on a shelf you can walk up to.It's the lit case on the top shelf.