Lagaam (2022)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A man and a woman are the main characters in this Odia film. The story follows their experiences and relationship. It was produced and written by Ranjit Kumar Sahu and directed by Pinu Nayak.
dramaticromanticemotionalseriousintensemelodramatic
What happens
ଲଗାମ୍ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ରଣଜିତ କୁମାର ସାହୁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ପୀନୁ ନାୟକ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅମ୍ଳାନ ଦାସ ଓ ତମନ୍ନା ବ୍ୟାସ । ବବି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ହରିହର ମହାପାତ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ମାର୍ଚ୍ଚ ୬ ତାରିଖରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍ରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Tu Mora OK (2022)
Mahabahu (2022)
Mukha (2022)
Mahisasura (2022)
Au Gote Love Story (2022)
Mun Tuma Sabitri (2026)
Hi Krushna (2022)
Chumki Seta Panire Budiba Nahinki (2022)- More like this film, on a shelf you can walk up to.It's the lit case on the top shelf.