Police Babu (2022)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A police officer in Odisha navigates his duties and personal life. The story follows his interactions with colleagues and the public.
lightheartedcomedicdramaticfamily-friendlystraightforwardentertainingunpretentious
What happens
ପୋଲିସ୍ ବାବୁ ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ରାଉତ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଶୈଳେନ୍ଦ୍ର ପରିଡ଼ା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀକାର ଗୁଡ୍ଲି ରଥ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସୁଭାଶିଷ ଶର୍ମା ଓ ସାୟଲ ବାନାର୍ଜୀ । ଭୂପତି ତ୍ରପାଠୀ, କ୍ରିଷ୍ଣା କର, ପିଣ୍ଟୁ ନନ୍ଦ, କାଳିଆ, ଚୌଧୁରୀ ଜୟପ୍ରକାଶ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଡିସେମ୍ବର ୧୧ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Didi Namaskar (2022)
Trushna (2022)
Dil Mora Manena (2022)
Titli (2022)
Kou Akasa Ra Janha Tu (2022)
DSP (2022)
FOUR (2022)
Panigrahana (2022)- More like this film, on a shelf you can walk up to.It's the lit case on the top shelf.