Didi Namaskar (2022)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This movie follows the story of a young man and a young woman in Odisha. It shows the events and relationships that unfold in their lives.
lightheartedsimplefamily-orientedmoderate-pacewarmearthyrelatableunpretentious
What happens
ଦିଦି ନମସ୍କାର ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ରାଉତ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୃତ୍ୟୁଞ୍ଜୟ ପାତ୍ର । ସଙ୍ଗୀତକାର ପ୍ରଶାନ୍ତ ପାଢ଼ୀ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଶାଶ୍ୱତ ଓ ଶୀତଲ ପାତ୍ର । ପିଣ୍ଟୁ ନନ୍ଦ, ସୋମା ଭୌମିକ, ପ୍ରିୟଙ୍କା ମହାପାତ୍ର ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଅପ୍ରେଲ ୧୭ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Dil Mora Manena (2022)
Titli (2022)
Kou Akasa Ra Janha Tu (2022)
Trushna (2022)
Panigrahana (2022)
Police Babu (2022)
Hau Hau Hei Gala Re (2022)
FOUR (2022)- More like this film, on a shelf you can walk up to.It's the lit case on the top shelf.