Mo Panatkanire Tu (2022)

- Country
- India
How it feels
A 2022 Odia film directed by Pinu Nayak. It follows a romantic story featuring Jyoti Prakash Panda and Shraddha Panigrahi in lead roles.
family-orientedlightheartedromanticgentlestraightforwardwarm
What happens
ମୋ ପଣତକାନୀରେ ତୁ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଦ୍ୟୁମ୍ନ ଲେଙ୍କା ଓ ବିକ୍ରମ କିଶୋର ବିଷୋୟୀ । ଅଭିନେତା ହରିହର ମହାପାତ୍ର ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ପୀନୁ ନାୟକ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଜ୍ୟୋତି ପ୍ରକାଶ ପଣ୍ଡା ଓ ଶ୍ରଦ୍ଧା ପାଣିଗ୍ରାହୀ । ପ୍ରଦ୍ୟୁମ୍ନ ଲେଙ୍କା, ହରିହର ମହାପାତ୍ର, ମହାଶ୍ୱେତା ରାୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଜୁନ ୧୨ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
- Chumki Seta Panire Budiba Nahinki (2022)
- Lage Prema Najar (2022)
- Lagaam (2022)
- Jatha Rabanasya Mandodari (2022)
- Tu Mora OK (2022)
- Oye Anjali (2022)
- Hi Krushna (2022)
- Lal Odhani (2022)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…