Adha Lekha Gapa (2022)

- Directed by
- Sudhanshu Mohan Sahu
- Country
- India
- Elsewhere
- IMDb

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
An Odia film about ordinary people and their personal stories. It follows relationships and everyday moments in a small community.
lightheartedgentleintimatewarmsimpleslice-of-lifeunhurriedearthy
What happens
ଅଧାଲେଖା ଗପ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଦ୍ୟୁମ୍ନ ଲେଙ୍କା । ବି. ଚନ୍ଦନ କୁମାର ଏହି କଥାଚିତ୍ରଟିର କାହାଣୀ ଓ ସଂଳାପ ରଚନା କରିଥିଲେ । ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅଭିଶେକ ଗିରି ଓ ଆର୍ଲିନ୍ ଅଙ୍କିତା । ସାତ୍ୟକି ମିଶ୍ର, ମଧୁମିତା ମହାନ୍ତି, ପ୍ରଦ୍ୟୁମ୍ନ ଲେଙ୍କା, ଚୌଧୁରୀ ବିକାଶ ଦାସ, ଅନନ୍ତ ମିଶ୍ର, ଦେବୀ ବାରିକ, ଐଶ୍ୱର୍ଯ୍ୟ, ବିଜୟଲକ୍ଷ୍ମୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୨ ମସିହାର ଫେବୃଆରୀ ୧୩ ତାରିଖରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍ରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Life Re Kichhi Bi Heipare (2022)
Ame Ta Middle Class (2022)
Au Gote Love Story (2022)
Tu Mora OK (2022)
Hi Krushna (2022)
Love Fever (2022)
Mahabahu (2022)
Premare Risk Hela Mote Ishq (2022)- More like this film, on a shelf you can walk up to.It's the lit case on the top shelf.