Mana Mora Kagaja Gudi (2022)

- Country
- India
- Elsewhere
- IMDb
How it feels
A man and a woman navigate their personal lives and relationship. The story follows their journey through everyday moments and emotional decisions.
emotionalreflectivetenderheartfeltsweetly earnestgroundedlightoptimistic
What happens
ମନ ମୋର କାଗଜ ଗୁଡ଼ି ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶିବିର କୁମାର ପରିଡ଼ା ଓ ବିବେକାନନ୍ଦ ବାରିକ । ଦିବ୍ୟସିଂହ ରାୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଓ ମାନସ ପଡ଼ିହାରୀ ଏହାର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଦେବଜ୍ୟୋତି ପାତ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଦେବାଶିଷ ମଲ୍ଲିକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଓ ଭୂମିକା ଦାଶ । ପ୍ରୀତିରାଜ ଶତପଥୀ, ଚୌଧୁରୀ ଜୟପ୍ରକାଶ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ମାର୍ଚ୍ଚ ୪ ତାରିଖରେ ମୁକ୍ତିଲାଭ କରିଥିଲା । ୨୪ ମଇ ୨୦୨୬ରେ ଏହି କଥାଚିତ୍ରଟି ଜୀ ସାର୍ଥକରେ ପ୍ରସାରିତ ହୋଇଥିଲା । (from Wikipedia, CC BY-SA)
More like this
- Prasthanam (2022)
- Premam (2022)
- Jind Mahi (2022)
- Darja (2022)
- Bhabe Sina Kahi Parena (2022)
- To Na Ra Mane Han (2022)
- Dear Love (2022)
- Mr. Kanheiya (2022)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…