Underplayed Gems

Chumki Seta Panire Budiba Nahinki (2022)

Chumki Seta Panire Budiba Nahinki poster
Country
India
Elsewhere
IMDb
The 3D catalogue: film cases on wooden shelves, with the cat sitting at the counter next to its greeting.

The catalogue in 3D

The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.

More films like this

How it feels

This is an Odia language film from India released in 2022. It tells a story about love and relationships, focusing on two main characters played by Shreyan Nayak and Upasana Mohanty. The movie explores emotions and connections between people.

romanticheartfeltemotionalgentlenostalgicdramaticpersonal

What happens

ଚୁମ୍‌କି ସେ' ତ ପାଣିରେ ବୁଡ଼ିବ ନାହିଁକି ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଉପହାର ଭଦ୍ରା । ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଗିରିଶ ମହାନ୍ତି । ସଙ୍ଗୀତକାର ବିଭୂତି ଭୂଷଣ ଗଡ଼ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଶ୍ରେୟାନ ନାୟକ ଓ ଉପାସନା ମହାନ୍ତି । ପ୍ରଦ୍ୟୁମ୍ନ ଲେଙ୍କା, ପୁଷ୍ପା ପଣ୍ଡା, ଜ୍ୟୋତି ମିଶ୍ର, ଚୌଧୁରୀ ବିକାଶ ଦାସ, ଶକ୍ତି ବରାଳ, ପ୍ରଜ୍ଞା ଖଟୁଆ, ତପି ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ସ୍ୱରାଜ ବାରିକ, ଭୂମିକା ଦାଶ ଓ ଅନୁଭ ସୌର୍ଯ୍ୟା ଏହି କଥାଚିତ୍ରଟିରେ ଅତିଥି କଳାକାର ଭାବରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୨ ମସିହାର ସେପ୍ଟେମ୍ବର ୧୬ ତାରିଖରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଶାରେ ୩୭ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)

More like this

This page is from Underplayed Gems. Not quite it? You can browse by genre, country and year, or take this one into the 3D catalogue and ask the Catbot for something closer.