To Na Ra Mane Han (2022)

- Directed by
- Sudhanshu Mohan Sahu
- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A young couple navigates their relationship with the support of their families. The story focuses on their emotional journey and the bonds that bring them together.
romanticlightheartedfamily-orientedfeel-goodsimplegentleemotional
What happens
ତୋ ନା'ରମାନେ ହଁ ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅମୂଲ୍ୟ କୁମାର ଦାସ । ସୁଜାତା ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଦୀପକ ଜେନା ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କ ରିଥିଲେ ସମ୍ବିତ ଆଚାର୍ଯ୍ୟ, ରିୟା ଦେ ଓ କାବ୍ୟା କିରଣ । ମହାଶ୍ୱେତା ରାୟ, ପିଣ୍ଟୁ ନନ୍ଦ, ଅସୀତ ପତି, ସୋମା ଭୌମିକ, ପ୍ରଦ୍ୟୁମ୍ନ ଲେଙ୍କା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଡିସେମ୍ବର ୨୫ ତାରିଖରେ ଷ୍ଟାର କିରଣରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Bhabe Sina Kahi Parena (2022)
Dil Re Achhi Tori Naan (2022)
Middle Class Love (2022)
Hau Hau Hei Gala Re (2022)
Lalitham Sundaram (2022)
Mr. Kanheiya (2022)
Premam (2022)
Dear Love (2022)- More like this film, on a shelf you can walk up to.It's the lit case on the top shelf.