Sankar (2023)

- Country
- India
How it feels
A family drama set in Odisha, India. The story follows a man named Sankar and the people around him. It explores their relationships and conflicts.
dramaticemotionalslow-burnfamily-orientedseriousgroundedtraditional
What happens
ଶଙ୍କର ୨୦୨୩ ମସିହାରେ ମୁକ୍ତିଲାଭ କରିବାକୁ ଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅରବିନ୍ଦ ସାହୁ, ଯାହାକି ସାଇ ଦରବାର ଫିଲ୍ମସ୍ ବ୍ୟାନରରେ ନିର୍ମିତ ହୋଇଥିଲା । ମନୋରଞ୍ଜନ ଦାସ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଏନ୍. ପାଢ଼ୀ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ସୁପ୍ରିୟା ନାୟକ, ଦେବାନନ୍ଦ ଓ ଦିବ୍ୟା ମହାନ୍ତି । ଶିବ, କୁନା ତ୍ରିପାଠୀ, କ୍ରିଷ୍ଣା କର, କାଳୀ, ବିଜୁ ବଡ଼ଜେନା, ଦୀପ୍ତିରେଖା ପଣ୍ଡା, ମିତା ଚକ୍ରବର୍ତ୍ତୀ, ନୂପୁର ଘୋଷ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । (from Wikipedia, CC BY-SA)
More like this
- Chowk (2023)
- Niyati (2023)
- Kaicha Mali (2023)
- Kirtan (2023)
- Bajiba Lo Sahanai (2023)
- Bohu Ama Bichhuati (2023)
- Aador (2023)
- Butterfly (2023)
Browse movies and series
press Enter to search by title, your filters still apply · for something by mood, tap Discover
Lists: Korean thrillers worth the evening · Anime films beyond Studio Ghibli · Slow films for a rainy night · Horror that unsettles instead of startling · Series you can finish in a weekend · Nordic crime worth the subtitles · Good films that end in under 90 minutes · Documentaries that play like thrillers
Loading movies…