Tinga Raju (2023)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
This is an Odia language film released on television in 2023. The story was written by Manas Padihari and directed by Mrutyunjaya Sahoo. It stars Rakesh Deo and Jasmine Rath in the lead roles.
lightheartedsimplestraightforwardmildpleasantstagedearthy
What happens
ଟିଙ୍ଗା ରାଜୁ ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ମାନସ ପଡ଼ିହାରୀ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଓ ଜସ୍ମିନ ରଥ । ପିୟାଲି ଦାଶ, ପୃଥ୍ୱୀରାଜ ନାୟକ, ଉଦିତ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୫ ମାର୍ଚ୍ଚ ୨୦୨୩ରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Nari Nuhen Tu Ardhanari (2023)
Suka Bhaira Sholay (2023)
Kanyadana (2023)
Priya Ra Pre-wedding Love Story (2023)
Mukhagni (2023)
Parikaribe Bhola Sankara 2 (2023)
Sir (2025)
Sahari Bagha (2022)- More like this film, on a shelf you can walk up to.It's the lit case on the top shelf.