Prem For Sale (2023)

- Country
- India

The catalogue in 3D
The film shelves have a room of their own that you can walk around in. The cat behind the counter is the AI Catbot, and they pick real films from the same catalogue when you tell them what you feel like watching. Nothing is for sale, here or in there. Go in from here and this film is already out on the counter, with more like it waiting on the shelf next to it.
How it feels
A man and a woman end up in a situation where love is put up for sale. This Odia film follows their story as they navigate relationships and find unexpected romance.
lightheartedromanticcomedicupbeatfuneasygoingwhimsicalplayful
What happens
ପ୍ରେମ୍ ଫର୍ ସେଲ୍ ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶୁଭଲକ୍ଷ୍ମୀ ପଟ୍ଟନାୟକ । ଉମେଶ ଚନ୍ଦ୍ର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ଚିନ୍ମୟ ଦାସପଟ୍ଟନାୟକ ଏବଂ ନିର୍ଦ୍ଦେଶନା ଦେଇଥିଲେ ସଞ୍ଜିବ ଦ୍ୱିବେଦୀ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମ୍ବିତ ଆଚାର୍ଯ୍ୟ ଓ ତମନ୍ନା ବ୍ୟାସ । ଦୁଷ୍ମନ୍ତ ପଣ୍ଡା, ଅସୀତ ପତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୩ ମସିହାର ମାର୍ଚ୍ଚ ୧୨ ତାରିଖରେ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍ରେ ମୁକ୍ତିଲାଭ କରିଥିଲା । (from Wikipedia, CC BY-SA)
More like this
Preeti Bandhan (2023)
Mama Weds Papa (2023)
Lagila Ranga Golapi Golapi (2023)
Shayari Shayari (2023)
Mana Museum (2023)
Priya Ra Pre-wedding Love Story (2023)
Kartabya (2023)
Padigali To Premare (2023)- More like this film, on a shelf you can walk up to.It's the lit case on the top shelf.